ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଆସୁଛି ଆଉ ୨ଟି ଲଘୁଚାପ
ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବା ବେଳେ ଆଜି ଅର୍ଥାତ୍ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରାଜ୍ୟରେ ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଉ ୨ଟି ଲଘୁଚାପ ଆସୁଛି। ଏ ନେଇ ରାଜ୍ୟରେ ବର୍ଷା ଲାଗିରହିବ। ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରିଛି ପାଣିପାଗ ବିଭାଗ। ଅଧିକ ବର୍ଷା ନେଇ ବହୁ … Read more