କାଇଁକି ଅଲୋଡ଼ା ଶିଶୁକନ୍ୟା ||
ଟିଟିଲାଗଡ଼: ଦେଶ ସ୍ବାଧୀନତା ପ୍ରାପ୍ତିକୁ ୭୫ ବର୍ଷ ଅତିକ୍ରମ କରିସାରିଛି। ଆମରି ସଭ୍ୟତା ଅତ୍ୟାଧୁନିକ ଯୁଗରେ ପହଞ୍ଚିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିକାଶର ଗୁଣଗାନ କରୁଥିବା ବେଳେ ଶିଶୁକନ୍ୟା ଆମ ସମାଜରେ ଅଲୋଡ଼ା ହେଉଛି ଅଥବା ଟଙ୍କା ପାଇଁ ବିକ୍ରି ହେଉଛି। ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ ଅଞ୍ଚଳରେ ୨୦ ହଜାର ଟଙ୍କାରେ ଶିଶୁକନ୍ୟା ବିକ୍ରି ଅଭିଯୋଗ ଆସିଛି। ଶିଶୁକନ୍ୟାର ବିକ୍ରିର କାରଣ ହେଲା ଦାରିଦ୍ର୍ୟତା ବୋଲି କୁହାଯାଉଛି।ଟିଟିଲାଗଡ ବ୍ଲକ ଭାଲେଗାଁ ପଞ୍ଚାୟତ ବାଗଡେର ଗାଁର ନଲ … Read more