ଛାତ୍ର ଙ୍କ କଥା ଭୁଲିଗଲେ :

ନିଜ ଜୀବନକୁ ବାଜିରେ ଲଗାଇ ସେଦିନ ସୌମାଶ୍ରୀ ଙ୍କୁ ବଞ୍ଚାଇବାକୁ ଯାଇ ଯିଏ ନିଆଁ ରେ ପୋଡି ହେଇ ଯାଇଥିଲା! ତାକୁ ଏଠି ସବୁ ଭୁଲିଗଲେ ! ଉଦ୍ଧାରକାରୀ ଛାତ୍ରଙ୍କ କଥା ଭୁଲିଗଲେ! ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ସୌମ୍ୟାଶ୍ରୀଙ୍କ ଦେହାନ୍ତ ଖବର ଆସିବାପରେ ପୂରା ରାଜ୍ୟ ମର୍ମାହତ ହୋଇଛି ଏବଂ ଏହା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି! ଏସବୁ ଭିତରେ ସୌମ୍ୟାଶ୍ରୀଙ୍କୁ ଉଦ୍ଧାର କରିବାକୁ ଯାଇ ଗୁରୁତର ହୋଇଥିବା … Read more

ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନୀତ କଲେ ରାଷ୍ଟ୍ରପତି ;

କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ରାଜ୍ୟସଭା ପାଇଁ ୪ ଜଣଙ୍କୁ ମନୋନିତ କଲେ ରାଷ୍ଟ୍ରପତି । ହାଇ-ପ୍ରୋଫାଇଲ ଆପରାଧିକ ମାମଲା ପରିଚାଳନା ପାଇଁ ଜଣାଶୁଣା ସରକାରୀ ଓକିଲ ଉଜ୍ଜ୍ୱଲ ଦେଓରାଓ ନିକମ, କେରଳର ଜଣେ ବରିଷ୍ଠ ସାମାଜିକ କର୍ମୀ ଏବଂ ଶିକ୍ଷାବିତ୍‌ ସି. ସଦାନନ୍ଦନ ମାଷ୍ଟେ, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲା, ଖ୍ୟାତନାମା ମୀନାକ୍ଷୀ ଜୈନଙ୍କୁ ରାଜ୍ୟସଭା ସାଂସଦ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ!

ମାଲକାନଗିରିରେ ଅଭାବନୀୟ ଘଟଣା :

ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ୍ ସାମ୍ବାଦିକଙ୍କ ମୃତ୍ୟୁ ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ୍ ସାମ୍ବାଦିକଙ୍କ ମୃତ୍ୟୁ, ୨ଟି ବାଇକରେ ଆସି କାର ଭଙ୍ଗାରୁଜା କରିବା ସହ ଖଣ୍ଡାରେ ଚୋଟ ପକାଇଥିଲେ ୫ ଜଣ ଦୁର୍ବୃତ୍ତ ୱେବ ସାମ୍ବାଦିକଙ୍କୁ ଆକ୍ରମଣ ।ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ ସାମ୍ବାଦିକ ଚିନ୍ତାକାଏଲା ନରେଶଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଖବର ମାଲକାନଗିରିରୁ ଆସିଛି । ମିଳିଥିବା ସୂଚନା ମୁତାବକ, ମୋଟୁ ମୁରଲିଗୁଡା ଠାରେ ସାମ୍ବାଦିକଙ୍କୁ କାରକୁ ଅଟକାଇ ଆକ୍ରମଣ କରିଥିଲେ ଦୁବୃର୍ତ୍ତ ।୨ଟି ବାଇକରେ … Read more

ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା :

ଏମ୍ସ ବର୍ଣ୍ଣ ୱାର୍ଡରେ ସଙ୍କଟାପନ୍ନ ଅବସ୍ଥାରେ ଚାଲିଛି ଚିକିତ୍ସା ମାନସିକ ନିର୍ଯାତନା ଅଭିଯୋଗ ଆଣିଲେ ପୀଡିତାଙ୍କ ବାପା ।ସ୍ବୟଂଶାସିତ ମହାବିଦ୍ୟାଳୟରେ ହୃଦୟ ବିଦାରକ ଘଟଣା । ଜଣେ ସହକାରୀ ପ୍ରଫେସରଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଆସୁଥିବା ଛାତ୍ରୀ ମହାବିଦ୍ୟାଳୟ କ୍ୟାମ୍ପସ୍‌ରେ ଆତ୍ମାହୁତି ଉଦ୍ୟମ କରିଛନ୍ତି । ପୀଡ଼ିତା ଛାତ୍ରୀଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ି ଯାଇଛି । ବର୍ତ୍ତମାନ ସେ ଏମ୍‌ସ ଭୁବନେଶ୍ବରରେ ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଏ ନେଇ ଏମ୍‌ସ ଚିକିତ୍ସାଧିକାରୀ କହିଛନ୍ତି, … Read more

ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ||

ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ୍‌ସିଟିରେ ସୁରକ୍ଷା କଡ଼ାକଡ଼ି |୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ !କନକ ବ୍ୟୁରୋ : ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । … Read more

ପୂର୍ବତନ ସାଂସଦଙ୍କ ସହ ୭ଙ୍କୁ ଆଜୀବନ କାରାଦଣ୍ଡ ||

ଆହମନାଳୀଦ, ୧୩ ୭ (ପିଡିଆଇ) ସନ୍ଧିଆର ସ୍ୱତନ୍ତ୍ର ଅଦାଲତ ଗୁରୁବାର ଆରଟିଆଇ କର୍ମା ଅମିତ ଜେଠଙ୍କ ହତ୍ୟା ମାମଲାରେ ବିଜେପିର ପୂର୍ବତନ ସାଂସଦ ଦିନୁ ସୋଲାଙ୍କିଙ୍କ ସମେତ ଅନ୍ୟ ୬ ଜଣଙ୍କୁ ଆଜୀବନ କାରାଦଣ୍ଡଦେଶ ଦେଇଛନ୍ତି । ସନ ଦୋଷୀଙ୍କ ବିରୋଧରେ ମୋଟ ୫.୯, ୨୫,୦୦୦ ଟକାର ଜୋରିମାନା କରାଯାଇଛି । ସ୍ବତନ୍ତ୍ର ବିଚାରପତି ଜେ. ଏମ ତାରେ ଶନିତାର ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡାଦେଶ ରାୟ ସଂରକ୍ଷିତ ନଥୁରେ । ଏହି ମାମଲାରେ ଅନ୍ୟ … Read more

ରାହୁଲ ଙ୍କୁ ଗ୍ରହଣ କରୁନି ଓଡିଶାର ଯୁବପିଢ଼ି…

କଂଗ୍ରେସ ର ସମ୍ବିଧାନ ବଞ୍ଚାଓ ସମାବେଶ ନଥିଲା କଂଗ୍ରେସ ବଂଞ୍ଚାଓ ସମାବେଶ ଥିଲା !ଭୁବନେଶ୍ୱର ର ବରମୁଣ୍ଡା ଠାରେ ଆଜି କଂଗ୍ରେସ ବିରାଟ ସମାବେଶ କରିଥିଲା ! ହଜାର ହଜାର କର୍ମୀଙ୍କ ସମାଗମ ଦେଖିବାକୁ ମିଳିଥିଲା ! କଂଗ୍ରେସ ର ସମ୍ବିଧାନ ବଞ୍ଚାଓ ସମାଧାନ ବଞ୍ଚାଓ ସମିବେଶ ନଥିଲା ସେ ଥିଲା କଂଗ୍ରେସ ବଞ୍ଚାଓ ! କଂଗ୍ରେସ ସମ୍ବିଧାନ ବଞ୍ଚାଓ ସମିବେଶରେ ବିରେଧୀ ଦଳ ନେତା ରାହୁଲ ଗାନ୍ଦି ସମ୍ବେଦନ କରୁଥିଲେ ! ଓଡିଶାର କଂଗ୍ରେସ କର୍ମକର୍ତ୍ତାକୁ … Read more

ଆଜିଠୁ ଗଡ଼ିବ ବସ୍ ||

ଭୁବଳେଶ୍ଵର:- ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଧୀରେ ଧୀରେ ପ୍ରଭାବହୀନ ହେବାରେ ଲାଗିଛି । ଲିଖିତ ପ୍ରତିଶ୍ରୁତି ନ ମିଳିବା ଯାଏଁ ଆନ୍ଦୋଳନରୁ ହଟିକୁଳି ବୋଲି ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଳି ଜିଦ୍ ଧରିଛନ୍ତି । ଅନ୍ୟପଟେ ଶୁକ୍ଳଚର ଆନ୍ଦୋଳନ ମଇଦାନ ଛାଡ଼ି ଅନେକ ଡାକଲର ଷ୍ଟିଅରିଂ ଧରିଛନ୍ତି । ଆସନ୍ତାକାଲିଠୁ ସାରା ରାଜ୍ୟରେ ଯାତ୍ରୀବାହୀ ବସ୍ ଚଳାଚଳ ଆରମ୍ଭ ହେବ ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ନିଷ୍ପତି ନେଉଛି!

ଆଜି ମଧ୍ୟାହ୍ନରେ ପହଁଞ୍ଚିବେ ନବୀନ ….

BBSR – ସୁସ୍ଥ ହେବା ପରେ ଘରକୁ ଆସୁଛନ୍ତି ଵିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ! ଶନିବାର ଦିନ ପ୍ରାୟ 12 ଟାରୁ 01 ଭିତରେ ମୁମ୍ବାଇରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ନବୀନ ! ପ୍ରିୟ ନେତାଙ୍କୁ ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ଉତ୍କଣ୍ଠାର ସହ ଆପେକ୍ଷା କରିଛନ୍ତି ! ହଜାରେ ହଜାରେ କର୍ମୀ ଶୁଭେଚ୍ଛା ସହିତ ବିମାନବନ୍ଦର ଟର୍ମିନାଲ ଓ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ଥିବା ବିମାନବନ୍ଦର … Read more

ଅଭିନେତା ପାର୍ଥସାରଥୀ ରାୟ ଗିରଫ….

କଣ ପାଇଁ ଗିରଫ କରା ଗଲା ପାର୍ଥ ସାରଥୀ ଙ୍କୁ…ଓଡ଼ିଆ ସିନେ ଅଭିନେତା ପାର୍ଥସାରଥୀ ରାୟଙ୍କୁ ଗିରଫ କରିଛି ବଡ଼ଗଡ଼ ଥାନା ପୁଲିସ ! ଜମିନ ବିହୀନ ପରଓ୍ୱାନା ବଳରେ ତାଙ୍କୁ ଗିରଫ କରିଛନ୍ତି ବଡ଼ଗଡ଼ ଥାନା ପୋଲିସ ! କୋର୍ଟଙ୍କ ନିୟମ ଅବମାନନା କରିବାକୁ ତାଙ୍କ ବିରୋଧରେ ଗିରଫ ପରୱାନା ଜାରି ହେଇଥିଲି !ନୂଆପଲ୍ଲୀ ନୂଆସାହିର ଜଣେ ବ୍ୟକ୍ତିଙ୍କ ବିରୋଧରେ 2023ରେ ବରଗଡ଼ ଥାନାରେ ଅଭିଯୋଗ ହୋଇଥିଲା ! ଅଭିଯୋଗ କରିଥିଲେ ଓଲିଉଡ୍ ର ଜଣେ … Read more