ବିଜେପି କରୁଛି ପ୍ରତିଶ୍ରୁତି ପାଳନ ; ୪ ମାସରେ ମିଳିବ ଚିଟଫଣ୍ଡ୍ ଟଙ୍କା

ଖୁବଶୀଘ୍ର ମିଳିବାକୁ ଯାଉଛି ଚିଟଫଣ୍ଡ ଟଙ୍କା |ଆପଣମାନେ ଫେରି ପାଇବେ ଜମାକାରୀ ଟଙ୍କା । ଆସନ୍ତା ୪ ମାସ ମଧ୍ୟରେ ମିଳିବ ଚିଟଫଣ୍ଡ ଟଙ୍କା , ଆଉ ୫ ଲକ୍ଷ ରୁ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଅମା ସରକାର କଥା ଦେଇ କଥା ରଖିଛନ୍ତି | ବିଜେପି ସରକାର କରୁଛି ପ୍ରତିଶ୍ରୁତି ପାଳନ ମୁଖ୍ୟମନ୍ତ୍ରୀ କହିଛନ୍ତି ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ … Read more

ଲଗାଣ ବର୍ଷାରେ ଏବେ ହୋଇଛି ବେହାଲ୍ ହୋଇଛନ୍ତି ରାଜସ୍ଥାନ ବାସିନ୍ଦା |

ଲଗାଣ ବର୍ଷାରେ ଏବେ ହୋଇଛି ବେହାଲ୍ ରାଜସ୍ଥାନ । ବର୍ଷା ପାଇଁ ହନ୍ତ ସନ୍ତ ହେଉଛି ରାଜସ୍ଥାନ ଲୋକେ | ବାଟ ମିଳୁନି କୁଆଡେ ଯିବା ପାଇଁ | କୋଟା, ଆଜମେର, ଯୋଧପୁର୍, ଚିତ୍ତୋରଗଡ଼, ପାଲି, ଭିଲୱାରା, ବାଂଶୱାରା ଏବଂ ବ୍ୟାୱାର ସମେତ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । କୋଟା ଜିଲ୍ଲାର ମୋଦକ ସହରରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି ପଡିଛି । ଘର, ସ୍କୁଲ, ହସ୍ପିଟାଲ ଏବଂ ଏଟିଏମ୍ ମଧ୍ୟ ପାଣିରେ … Read more

ବାହୁଡ଼ା ଯାତ୍ରା ପାଈଁ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ଆୟୋଜନ ହୋଇଛି ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏହା କହିଛନ୍ତି । ବାହୁଡ଼ା ଯାତ୍ରା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ଦିଗକୁ ଲକ୍ଷ ରଖା ଯାଇଛି। ସବୁ ଦିଗକୁ ତର୍ଜମା କରାଯାଇଛି। ପୁଲିସ ବ୍ୟବସ୍ଥାଠୁ ନେଇ ପ୍ରଶାସନିକ ବ୍ୟବସ୍ଥା ପର୍ଯ୍ୟନ୍ତ ସବୁ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି। ମୋର ପୂର୍ଣ୍ଣ ବିଶ୍ୱାସ ଅଛି। ତା ସହିତ ପ୍ରଭୁଙ୍କ ଆଶୀର୍ବାଦ ମଧ୍ୟ ଅଛି। ତେଣୁ ବାହୁଡ଼ା ଯାତ୍ରା ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ମହାପ୍ରଭୁଙ୍କର ସମସ୍ତ କାର୍ଯ୍ୟକ୍ରମ … Read more

ମୋଦିଙ୍କୁ ଘାନାର ସର୍ବୋଚ୍ଚ ନାଗରିକ ସମ୍ମାନ କରିଛନ୍ତି

ପ୍ରଧାନମନ୍ତ୍ରୀ ମୋଦିଙ୍କର ଏହି ଐତିହାସିକ ଘାନା ଗସ୍ତ ହେଉଛି ଗତ ୩୦ ବର୍ଷ ମଧ୍ୟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ। ଏହି ଗସ୍ତ ସମୟରେ ଭାରତ ଏବଂ ଘାନା ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଯାହା ଦୁଇ ଦେଶର ସମ୍ପର୍କକୁ ଆହୁରି ଗଭୀର କରିବ। ଉଭୟ ଦେଶ ମଧ୍ୟରେ କଳା ସଂସ୍କୃତି ସାହିତ୍ୟ କ୍ଷେତ୍ରରେ ମଧ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ଘାନାର ରାଷ୍ଟ୍ରପତି ଜନ ମହାମା ପହଲଗାମ ଆତଙ୍କୀ ହମଲାକୁ ମଧ୍ୟ … Read more

ପୁରୀ ଦଳାଚକଟା ଘଟଣା କୁ ନେଇ ରାଜ୍ୟ ମାନବାଧିକାର କମିସନ ନୋଟିସ କଲେ ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ

ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ନୋଟିସ କରିଛନ୍ତି ରାଜ୍ୟ ମାନବାଧିକାର କମିସନ | ପୁରୀ ଶରଧାବାଲିରେ କଳାଠାକୁରଙ୍କୁ ଦର୍ଶନ ପାଇଁ ଶନିବାର ବିଳମ୍ବିତ ରାତିରେ ଭକ୍ତଙ୍କ ମଧ୍ୟରେ ଠେଲାପେଲାରୁ ଯେଉଁ ଅଘଟଣ ଘଟିଲା ସାରା ରାଜ୍ୟକୁ ଦୁଃଖିତ କରିଛି। ଏହାକୁ କେହି ସହଜରେ ଗ୍ରହଣ କରିପାରୁ ନାହାନ୍ତି। ସରକାର ମଧ୍ୟ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ପରିଚାଳନାଗତ ତ୍ରୁଟି ପାଇଁ ୩ ଭକ୍ତଙ୍କ ଅମୂଲ୍ୟ ଜୀବନ ଚାଲିଯାଇଛି । ଶରଧାବାଲିରେ ଅବ୍ୟବସ୍ଥାରୁ ହୋଇଥିବା ଅଘଟଣ ପୁରା ରାଜ୍ୟକୁ ସ୍ତବ୍ଧ … Read more

ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କ ଇସ୍ତଫା ଦାବି ପାଇଁ ଗର୍ଜିଲା କଂଗ୍ରେସ

ଚଳିତ ଥର ରଥଯାତ୍ରା ସମୟରେ ଏମିତି କିଛି ଘଟଣା ଘଟିଛି ତାହାକୁ ନେଇ ଆଜି ମୁଖ୍ୟମନ୍ତ୍ରୀ ବାସ ଭବନସମ୍ମୁଖରେ ଯୁବ କଂଗ୍ରେସ ପକ୍ଷରୁ ରାଜଧାନୀରେ ଯୁବ କଂଗ୍ରେସ ଗର୍ଜନ କରିଛି | କାହିଁକି ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦିନ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ଗଡ଼ିପାରିଲା ନାହିଁ। ପୁଣି ତା ପରଦିନ ବି ଶରଧାବାଲିରେ ପ୍ରବଳ ଭିଡ ଯୋଗୁ ଦଳାଚକଟା ହୋଇ ୩ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହେଲା। ସେଠିପାଇଁ ଯୁବକଂଗ୍ରେସ ଙ୍କର ଦାବି ରହିଛି ଯେ କେମିତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ … Read more

ପ୍ରଧାନମନ୍ତ୍ରୀ ମୋଦି ନବୀନ ବାବୁ ଙ୍କ ସ୍ୱାସ୍ଥ୍ୟ ପାଇଁ ନିଜେ ପୂର୍ଣ୍ଣ ଆରୋଗ୍ୟ କାମନା କରିଛନ୍ତି

ବିଜୁ ଜନତା ଦଳ (ବିଜେଡି) ନେତା ସେ ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଗତ କିଛିଦିନ ହେଲା ଦେହ ଅଶୁସ୍ଥ ହୋଇଛି | ସେଠିପାଇଁ ସେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଆଡମିଟ ହୋଇଛନ୍ତି |ସେଥପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମର ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି | ସେ ଯେହେତୁ ଜୁନ ୨୨ରେ … Read more

ରାଜ୍ୟ ସରକାରଙ୍କର ଏକ ମୁଖ୍ୟ ଫୋକସ ହେଉଛି ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା

ରାଜ୍ୟର ବିଭିନ୍ନ ସ୍ଥାନରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା | ସେଥିପାଇଁ ଓଡ଼ିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶକୁ ପ୍ରାଧ୍ୟାନ୍ୟ ଦେଇ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରୁଛନ୍ତି ରାଜ୍ୟ ସରକାର। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷରିତ ହୋଇଛି । ଲୋକସେବା … Read more

ଦେବଦୂତ ସାଜୁଛି ଅପରେସନ୍ ସିନ୍ଧୁ ; ଯୁଦ୍ଧ ଭୂମିରୁ ପୁଣି ଫେରିଛି ୧୬1 ଭାରତୀୟ ଙ୍କ ଜୀବନ

ଯୁଦ୍ଧ ଭୂମିରୁ ନିଜ ଦେଶରେ ପହଞ୍ଚିବା ପରେ ଶାନ୍ତିରେ ନିଃଶ୍ବାସ ମାରିଲେ ଭାରତୀତ । ଆଉ ତ୍ରିରଙ୍ଗା ଲହରାଇ ଗର୍ବର ସହ କହିଲେ ଆମେ ଭାରତୀୟ । ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଫସିଥିବା ଭାରତୀୟ ଯେତେବେଳେ ନିଜ ମାଟିକୁ ଫେରି ଆସିଛନ୍ତି ସେତେବେଳେ ସତେକି ଯେମିତି ତାଙ୍କୁ ନୂଆ ଜୀବନଟେ ମିଳିଯାଇଛି । ନୁହେଁ ବା କେମିତି- ଯୁଦ୍ଧ ଭୂମିରେ ରହି ଜୀବନକୁ ସୁରକ୍ଷିତ କରିବା ମୁସ୍କିଲ ଆଉ ଏପରି ସ୍ଥଳରେ ଦେବଦୂତ ସାଜୁଛି ଅପରେସନ୍ ସିନ୍ଧୁ । … Read more

ଯୁଦ୍ଧ ଭିତରେ ବଡ଼ ଅପଡେଟ ଦେଲେ ଡୋନାଲଡ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଅସ୍ତ୍ର ବିରତି ଘୋଷଣା । ୧୨ ଦିନର ସଂଘର୍ଷର ଏବେ ଦ ଏଣ୍ଡ । ଇରାନର ପ୍ରତିଶୋଧ ଆଗରେ ନଇଁଗଲା କି ଆମେରିକା | ସେଥିପାଇଁ ସଂପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା କଲେ ଟ୍ରମ୍ପ । ୨୪ ଘଣ୍ଟା ମଧ୍ୟରେ ଯୁଦ୍ଧ ଶେଷ ହେବ ବୋଲି ସେ ନିଜ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି । ସେଥିପାଇଁ ଇସ୍ରାଏଲ-ଇରାନ ଯୁଦ୍ଧ ନେଇ ବଡ଼ ଘୋଷଣା କରିଛନ୍ତି ଆମେରିକା ରାଷ୍ଟ୍ରପତି । ଟ୍ରମ୍ପ ସୋମବାର ତାଙ୍କ … Read more