ପୁରୀ କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା
ମୁଖ୍ୟମନ୍ତ୍ରୀ କହିଲେ ପୁରୀ ସହର ହେବ ମହାନଗର ନିଗମ । ଭୁବନେଶ୍ୱରର ଲୋକସେବା ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ପବିତ୍ର ପୁରୀ ସହରରେ ମହାପ୍ରଭୁଙ୍କ ଘୋଷଯାତ୍ରା ଜାରି ରହିଛି। ବାହୁଡ଼ା ଯାତ୍ରା ପାଇଁ ମହାପ୍ରଭୁ ଆଜ୍ଞା ଦେଇସାରିଛନ୍ତି। ଏହି ଯାତ୍ରାକୁ ସୂଚାରୁ ରୂପେ ଏବଂ ସୁରକ୍ଷିତ ଢଙ୍ଗରେ ସଂପୂର୍ଣ୍ଣ କରିବା ପାଇଁ ଠାକୁରଙ୍କ ନିର୍ଦ୍ଦେଶରେ ସମସ୍ତେ ନିଜ ନିଜ ସେବା ପ୍ରଦାନ କରୁଛନ୍ତି। ଏବେ ପୁରୀ ଜଗନ୍ନାଥ ଧାମ … Read more