ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ସରକାର ପ୍ରସ୍ତୁତ — ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ :
By -SUBHASMITA oct 25 2025 ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ । ଭୁବନେଶ୍ଵରର ରାଜୀବ ଭବନରେ ଆଜି ହୋଇଛି ଗୁରୁତ୍ବପୂର୍ଣ୍ଣ ବୈଠକ । ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅଧ୍ୟକ୍ଷତା କରିଥିଲେ । ବାତ୍ୟା ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ଉପରେ ସରକାର ସ୍ବତନ୍ତ୍ର ଦୃଷ୍ଟି ରଖିଛି ବୋଲି ମନ୍ତ୍ରୀ କହିଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀ, ଜରୁରୀ ସାମଗ୍ରୀ ଓ ଟିମ୍ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି … Read more