ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ:
ଯାଜପୁରରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୪ଜଣଙ୍କୁ ଅଟକ ରଖିଛି ପୋଲିସ । ଗତକାଲି ହକି ଷ୍ଟାଡିୟମର କ୍ରୀଡ଼ା କୋଚ ଓ ତାଙ୍କ ଅନ୍ୟ ଦୁଇ ସହଯୋଗୀ ଦ୍ଵାରା ଅସଦାଚରଣ ଓ ଦୁଷ୍କର୍ମ ହୋଇଥିବା ନେଇ ଯାଜପୁର ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୁକ୍ତ ହକି କୋଚ ଓ ସହଯୋଗୀ ରାସ୍ତାରୁ ଉଠାଇ ନେଇ ଲଜରେ ରଖି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଗତ ୩ତାରିଖ ସନ୍ଧ୍ୟାରେ ଘଟିଥିଲା ଏହି ଘଟଣା । ଛାତ୍ରୀ ଜଣକ ୨ବର୍ଷ … Read more