ରାଶିଫଳ : କେମିତି କଟିବ ଆଜିର ଦିନ
by – SUBHASMITA september 6 2025 ମେଷ :ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା ପାଇଁ ଚେଷ୍ଟା କରିବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ବୃଷ : ଆକସ୍ମିକ … Read more