ଆଜିର ରାଶିଫଳ :
କେମିତି କଟିବ ଆଜିର ଦିନ : BY -SUBHASMITA DAS SEPTEMBER 5 2025 ମେଷ :ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ :ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା … Read more