ଝାଡ଼ାବାନ୍ତି ନେଇ ଲୋକସେବା ଭବନରେ ବସିଛି କେନ୍ଦ୍ରୀୟ ଟିମର ବଡ଼ ବୈଠକ।
ରାଜ୍ୟ ସରକାରଙ୍କ ସହ କେନ୍ଦ୍ରୀୟ ଟିମ୍ର ବଡ଼ ବୈଠକ । ଗ୍ରାଉଣ୍ଡ ରିପୋର୍ଟ ନେଇ ବୈଠକରେ ଆଲୋଚନା ହୋଇଛି । ଆଗାମୀ ପଦକ୍ଷେପ ନେଇ ସରକାରଙ୍କୁ ପରାମର୍ଶ ଦେବେ ଏହି ଟିମ୍ର ସଦସ୍ୟ। ସେପଟେ ଦୂଷିତ ପାଣି ଯୋଗୁ ଡାଇରିଆ ବ୍ୟାପିଥିବା ନେଇ ରାଜ୍ୟ ସରକାରଙ୍କୁ ଅବଗତ କରାଇଲେ କେନ୍ଦ୍ରୀୟ ଟିମ୍ । ରାଜ୍ୟରେ ଝାଡାବାନ୍ତି ସ୍ଥିତି ସାମାନ୍ୟ କମିଥିଲେ ବି ଏଥିରେ ସମ୍ପୂର୍ଣ୍ଣ ବ୍ରେକ୍ ଲାଗିନି । ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ … Read more