ବିଜେଡି କରିବ ୬ ଘଣ୍ଟିଆ ହରତାଳ :
ଭୁବନେଶ୍ବର: ବଳଙ୍ଗା ନାବାଳିକା ପୀଡ଼ିତାଙ୍କୁ ନ୍ୟାୟ ପାଇଁ ଆସନ୍ତା ୭ ତାରିଖରେ ସକାଳ ୬ ଟା ଠାରୁ ଦିନ ୧୨ ଟା ଯାଏ ପୁରୀ ଜିଲ୍ଲାରେ ବିଜେଡି ପକ୍ଷରୁ ହରତାଳ ହେବ। ଏନେଇ ଆଜି ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରାଯାଇଛି।ଦିଲ୍ଲୀ ଏମ୍ସରେ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ପୀଡ଼ିତାଙ୍କ ମୃତ୍ୟୁ ଏବେ ସମ୍ପୂର୍ଣ୍ଣ ରହସ୍ୟ ଘେରରେ। ପୁଲିସର ତଦନ୍ତ ଉପରେ ବି ବିଜେଡି ପ୍ରଶ୍ନ ଉଠାଇଛି। ଘଟଣାର ସତ୍ୟାସତ୍ୟ ଯଥାଶୀଘ୍ର ସରକାର … Read more