ପୁଣି ଲଘୁଚାପ ସମ୍ଭାବନା: ୧ ଅକ୍ଟୋବରରେ ଆଉ ଏକ ସିଷ୍ଟମ୍, ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା
By- SUBHASMITA ସେପ୍ଟେମ୍ବର 27 2025 ଭୁବନେଶ୍ୱର: ଓଡ଼ିଶାରେ ପୁଣି ବର୍ଷା ଆଶଙ୍କା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ୩୦ ସେପ୍ଟେମ୍ବର ବେଳକୁ ଉତ୍ତର ଆଣ୍ଡାମାନସାଗର ଉପରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ । ଏହାର ପ୍ରଭାବରେ ୧ ଅକ୍ଟୋବରରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ନୂତନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ଏପଟେ, ପୂର୍ବରୁ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇ ଉପକୂଳ ମୁହାଁ କରୁଛି । ଏହାର ପ୍ରଭାବରେ ଦକ୍ଷିଣ … Read more