ଏବେ ଝାଡ଼ପଡା ଜେଲ ରେ ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର ମହାନଗର ନିଗମ ଅତିରିକ୍ତ କମିଶନରଙ୍କ ଉପରେ ଆକ୍ରମଣ ମାମଲାକୁ ନେଇ ଏବେ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଥିଲା । ଗତକାଲି ରାତିରେ ସେ ଡିସିପି ଅଫିସରେ ଆତ୍ମସମର୍ପଣ କରିଥିଲେ, ଯାହା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନିଆଯାଇଥିଲା। ଏହାପରେ କୋର୍ଟରେ ହାଜର କରାଯାଇ ଝାରପଡ଼ା ଜେଲକୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। । ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନୂତନ ସଂହିତା ଅଧୀନରେ ୧୧ଟି ଧାରା ଯଥା … Read more