ଏମିତି ଅ’ଣ ପାଇଁ କହିଲେ ଆଇନ ମନ୍ତ୍ରୀ ବିରୋଧୀ ଦଳର ନେତକୁ
ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଗତକାଲି ପୁରୀରେ ରଥ ଟଣାରେ ବିଳମ୍ବ ସହ ପ୍ରଭୁ ଜଗନ୍ନାଥଙ୍କ ନନ୍ଦଘୋଷ ସନ୍ଧ୍ୟା ୭ଟା ୪୫ ପର୍ଯ୍ୟନ୍ତ ଛିଡ଼ା ହୋଇ ରହିବାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବୟନ ଉପରେ ରାଜ୍ୟ ସରକାର ପ୍ରତିକ୍ରିୟା ଦେଇଛନ୍ତି। ରାଜ୍ୟ ସରକାରରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଗତକାଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି କହିଥିଲେ, ନିର୍ଦ୍ଧାରିତ ସମୟରେ ସବୁ ନୀତିକାନ୍ତି ଶେଷ … Read more