ବିଜେପି କରୁଛି ପ୍ରତିଶ୍ରୁତି ପାଳନ ; ୪ ମାସରେ ମିଳିବ ଚିଟଫଣ୍ଡ୍ ଟଙ୍କା
ଖୁବଶୀଘ୍ର ମିଳିବାକୁ ଯାଉଛି ଚିଟଫଣ୍ଡ ଟଙ୍କା |ଆପଣମାନେ ଫେରି ପାଇବେ ଜମାକାରୀ ଟଙ୍କା । ଆସନ୍ତା ୪ ମାସ ମଧ୍ୟରେ ମିଳିବ ଚିଟଫଣ୍ଡ ଟଙ୍କା , ଆଉ ୫ ଲକ୍ଷ ରୁ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଅମା ସରକାର କଥା ଦେଇ କଥା ରଖିଛନ୍ତି | ବିଜେପି ସରକାର କରୁଛି ପ୍ରତିଶ୍ରୁତି ପାଳନ ମୁଖ୍ୟମନ୍ତ୍ରୀ କହିଛନ୍ତି ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ … Read more