ଦାବି ପୁରଣ ହୋଇଥିବାରୁ OAS ସଂଘ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ
ଆଜିଠୁ କାର୍ଯ୍ୟରେ ଯୋଗ ଦେଇଛନ୍ତି ସମସ୍ତ କର୍ମଚାରୀ । ଗତକାଲି ରାତିରୁ ହିଁ ସଂଘ କାର୍ଯ୍ୟରେ ଯୋଗ ଦେଇଥିବା ଘୋଷଣା କରିଛି ଓଏଏସ୍ ସଂଘ। ଆଜିଠୁ ପୂର୍ବ ଭଳି ରାଜ୍ୟର ସମସ୍ତ ସଂଘର କର୍ମଚାରୀ କାର୍ଯ୍ୟରେ ଯୋଗ ଦେବେ ବୋଲି ଓଏଏସ୍ ସଂଘର ସଭାପତି ଜ୍ୟୋତିରଂଜନ ମିଶ୍ର କହିଛନ୍ତି ।ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ପରେ ଆନ୍ଦୋଳନରୁ ହଟିଲାଛନ୍ତି ଓଏଏସ୍ ସଂଘ । କାର୍ଯ୍ୟାନୁଷ୍ଠାନ … Read more