ସ୍ଥାପିତ ହେବ ନୂଆ ମେଡିକାଲରେ କଲେଜ :
ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ନୂଆଦିଲ୍ଲୀରେ ଭେଟିଛନ୍ତି। ତାଳଚେରର ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ଫୁଲବାଣୀର ସରକାରୀ ମେଡିକାଲ କଲେଜର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ସମୁଦାୟ ୨୦୦ ଏମବିବିଏସ୍ ସିଟ୍ରେ ନାମ ଲେଖା ପାଇଁ ଅନୁମତି ପତ୍ର (ଏଲ୍ଓପି) ପାଇଁ ଅନୁରୋଧ କରିଛନ୍ତି।ଏହି ଦୁଇଟି ମେଡିକାଲ କଲେଜ ନୂଆଭାବେ ପ୍ରତିଷ୍ଠିତ ହୋଇଛି। ଏହି ଦୁଇ … Read more