ନୀତିନ ଗଡକରୀଙ୍କ ବାସଭବନରେ ବୋମାମାଡ଼ ଧମକ :
ନାଗପୁର: କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ବାସଭବନକୁ ଟାର୍ଗେଟ କରି ବୋମାମାଡ଼ କରାଯିବ ବୋଲି ଧମକ ଦେଇଥିବା ଜଣେ ବ୍ୟକ୍ତିକୁ ପୁଲିସ ରବିବାର ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳେ ପୁଲିସ କଣ୍ଟ୍ରୋଲ ରୁମକୁ ଜରୁରୀକାଳୀନ ନମ୍ବର ୧୧୨ରେ ମନ୍ତ୍ରୀଙ୍କ ବାସଭବନରେ ବୋମାମାଡ଼ କରାଯିବ ବୋଲି ଧମକପୂର୍ଣ୍ଣ କଲ୍ ଆସିଥିଲା। ଏହାପରେ ପୁଲିସ ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଧମକ ଦେବା ପାଇଁ ବ୍ୟବହୃତ ଫୋନ୍ ନମ୍ବରକୁ ଠାବ କରିଥିଲା।ନାଗପୁରର ସକରଦାରା ଅଞ୍ଚଳର ତୁଳସୀ ବାଗ ରୋଡରେ … Read more