ପୁଣି ଥର ମୁହାଁମୁହିଁ ହେବେ ଭାରତ ପାକିସ୍ତାନ ||

ଆଜିଠୁ ଦୁଇ ଦେଶର ନୌସେନାର ସମରାଭ୍ୟାସଆରବ ସାଗରରେ ଶକ୍ତି ପ୍ରଦର୍ଶନ କରିବେ ଦୁଇ ଦେଶ। ଆଜିଠୁ ଦୁଇ ନୌସେନାର ସମରାଭ୍ୟାସ। ଆଜି ଏବଂ ଆସନ୍ତାକାଲି ନାଭାଲ ଡ୍ରିଲ। ନିଜ ନିଜର ଜଳ ସୀମାରେ ରାହି ସମରାଭ୍ୟାସ କରିବେ ଦୁଇ ଦେଶର ନୌସେନାସମରାଭ୍ୟାସ ପୂର୍ବରୁ ନୋଟାମ ଜାରି କରିଛି ପାକିସ୍ତାନ। ପୂର୍ବରୁ ପହଲଗାମ ଆକ୍ରମଣ ପରେ ଶକ୍ତି ପ୍ରଦର୍ଶନ କରିଥିଲେ ଦୁଇ ନୌସେନା । ଆରବ ସାଗରରେ କରିଥିଲେ ସମରାଭ୍ୟାସ। ଏପ୍ରିଲ ୩୦ରୁ ମେ ୩ ତାରିଖ ପର୍ଯ୍ୟନ୍ତ … Read more

ଅଭିଯୁକ୍ତ ପ୍ରମୋଦକୁ ଆଜି ରିମାଣ୍ଡରେ ଆଣିପାରେ ପୋଲିସ :

କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣାରେ ଅଭିଯୁକ୍ତ ପ୍ରମୋଦକୁ ରିମାଣ୍ଡରେ ଆଣିପାରେ ପୋଲିସ । ଗତକାଲି ଡାକ୍ତରୀ ମାଇନା ପରେ କୋର୍ଟ ହାଜର କରିଥିଲା ପଟ୍ଟାମୁଣ୍ଡାଇ ପୋଲିସ । ଗିରଫ ଅଭିଯୁକ୍ତ ବୟ ଫ୍ରେଣ୍ଡ ପ୍ରମୋଦ ବେହେରା ମୋବାଇଲରୁ ମିଳିଛି ୫୦ ରୁ ଅଧିକ ଅଶ୍ଳୀଳ ଭଡିଓ ।ଜୁଲାଇ ୧୭ରେ ପୀଡ଼ିତାର ବାପାଙ୍କ ପାଖକୁ ସେ ଗୋଟିଏ ଅଶ୍ଳୀଳ ଭିଡିଓ ପଠାଇଥିଲା । ପ୍ରାଥମିକ ପ୍ରମାଣ ଆଧାରରେ ପ୍ରମୋଦ ବେହେରାଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ … Read more

ଜାଣନ୍ତୁ କେମିତି କଟିବ ଆଜିର ଦିନ ||

ମେଷ: ଆପଣ ନିଜକୁ ସ˚ବରଣରେ ରଖିବା ଦରକାର। ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ମତ ନିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ। ବୃଷ: କୌଣସି ବଡ଼ କାମରେ ଲାଭ ହେବ। ଖୁସି ଖବର ପାଇବେ। ସଙ୍ଗୀତ ନିର୍ଦେଶକଙ୍କ ଲାଗି ଦିନଟି ଭଲ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ମିଥୁନ: ଆପଣ ଅତ୍ୟଧିକ ଆତ୍ମବିଶ୍ବାସ ଅନୁଭବ କରିବେ। ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ। ବିବାହିତ ଲୋକଙ୍କ ଜୀବନରେ ସବୁ ଭଲ ରହିବ। କର୍କଟ: ମାନସିକ ଶାନ୍ତି … Read more

ଦକ୍ଷିଣ ଓଡ଼ିଶାରେ ବର୍ଷିବ ||

୧୩ରେ ଲଘୁଚାପ, ତିନି ଦିନ ପ୍ରବଳ ବର୍ଷିବ ଉତ୍ତର ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଠାରୁ ବର୍ଷା ଆରମ୍ଭ . ତିନି ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା . ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ . ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ . ଆଜି ପାଇଁ ୨୭ ଜିଲ୍ଲାକୁ … Read more

୧୩ରେ ଲଘୁଚାପ, ଆସନ୍ତାକାଲି ଠୁଁ ପ୍ରବଳ ବର୍ଷିବ ||

ଭୁବନେଶ୍ୱର : ୧୩ରେ ଲଘୁଚାପ। ତିନି ଦିନ ପ୍ରବଳ ବର୍ଷିବ। ଉତ୍ତର ପଶ୍ଚିମ ଓ ସଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହୋଇଯିବ ।ତିନି ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ … Read more

ଶୋଇଥିଲେ ଡ୍ରାଇଭର :

ଆମ୍ବୁଲାନ୍ସରେ ଶୋଇପଡ଼ିଲେ ମଦ୍ୟପ ଡ୍ରାଇଭର । ଗର୍ଭବତୀଙ୍କୁ MKCG ମେଡିକାଲ ନେଲେ ସମ୍ପର୍କୀୟ । ଜଣେ ଗର୍ଭବତୀ ରୋଗୀଙ୍କୁ ମେଡିକାଲ ନେଇ ଯାଉଥିବା ବେଳେ ଏଭଳି ଅଭାବନୀୟ ଦୃଶ୍ୟ ସାମ୍ନାକୁ ଆସିଛି । ୧୦୮ ଆମ୍ବୁଲାନ୍ସ ଭିତରେ ରୋଗୀ ଥିବା ବେଳେ ଡ୍ରାଇଭର ଜଣଙ୍କ ନିଶାରେ ଶୋଇ ପଡ଼ିଛନ୍ତି । ଏପରି ଘଟଣା ଗଜପତି ଜିଲ୍ଲାରେ ଦେଖିବାକୁ ମିଳିଛି ।ସୂଚନା ଅନୁଯାୟୀ, ଚନ୍ଦ୍ରଗିରି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରୁ ଏକ ଆମ୍ବୁଲାନ୍ସ କାନିକି ପଦର ଗାଁର ଗର୍ଭବତୀ ନନ୍ଦିନୀ ରଇତଙ୍କୁ … Read more

ଏମିତି ବି ହେଇପାରେ :

ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ, ଦୌଡୁଥିବା ବେଳେ ହଠାତ୍‌ ହୋଇଗଲେ ଅସୁସ୍ଥ :ଖୋର୍ଦ୍ଧା: ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ପରୀକ୍ଷାର୍ଥୀଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ … Read more

ଗିରଫ ହେଲେ କ୍ରିକେଟ ର :

ପାକିସ୍ତାନୀ କ୍ରିକେଟ ହାଇଦର ଅଲ୍ଲୀଙ୍କୁ ଦୁଷ୍କର୍ମ ମାମଲାରେ ୟୁକେ ପୋଲିସ ଗିରଫ କରିଛି । ତାଙ୍କୁ ଇଂଲଣ୍ଡରୁ ଗିରଫ କରାଯାଇଛି । ତାଙ୍କ ବିରୋଧରେ ଏକ ଫୌଜଦାରୀ ମାମଲା ରୁଜୁ କରାଯାଇଛି ଏବଂ କ୍ରିକେଟରଙ୍କ ପାସପୋର୍ଟ ମଧ୍ୟ ଜବତ କରାଯାଇଛି ।ପାକିସ୍ତାନ କ୍ରିକେଟ ଟିମରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୪ ବର୍ଷୀୟ ହାଇଦର ଅଲ୍ଲୀଙ୍କ ବିରୋଧରେ ପୋଲିସ ଅଗଷ୍ଟ ୪ରେ ଏକ ଅଭିଯୋଗ ପାଇଥିଲା । ସେହିଦିନ ଦୁଷ୍କର୍ମ ଅଭିଯୋଗ ପାଇବା ପରେ ସେଠାକାର ପୋଲିସ ୨୪ … Read more

ଗୋହତ୍ୟା ଶେଷ :

ରାଜ୍ୟରେ ହୋଇପାରିବନି ଗୋହତ୍ୟା । ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତିରାଜ୍ୟରେ ଗୋଚାଲାଣ ଓ ଗୋହତ୍ୟା ଭଳି ଅପରାଧ ଦିନକୁ ଦିନ ବଢ଼ିଚାଲିଥିଲା । ପ୍ରତିଦିନ କେଉଁଠି ନା କେଉଁଠି ଗୋଚାଲାଣ ବେଳେ ଗାଡ଼ି ଧରାପଡ଼ୁଥିଲା । ଆଉ କେଉଁଠି କେଉଁଠିତ ଗୋମାଂସ ଚୋରା ଚାଲାଣ … Read more

କୀଟ ପାଳିଲା ‘କ୍ରିତନ୍ତୁଜା’ :

ଭୁବନେଶ୍ୱର : ଜାତୀୟ ହସ୍ତତନ୍ତ ଦିବସ ଅବସରରେ ହସ୍ତତନ୍ତ ଏବଂ ହସ୍ତଶିଳ୍ପର ସମୃଦ୍ଧ ଐତିହ୍ୟକୁ ପ୍ରୋତ୍ସ।ହିତ କରିବା ପାଇଁ ଆଜି କିଟ୍‍ ଫେସନ୍‍ ଟେକ୍ନୋଲୋଜି ସ୍କୁଲ୍‍ ପକ୍ଷରୁ କ୍ରିତନ୍ତୁଜା ପ୍ରଦର୍ଶନୀ ୨୦୨୫ ଉଦ୍ଘାରଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଗୋବର୍ଦ୍ଧନ ପନିକା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଜାତୀୟ ହସ୍ତତନ୍ତ ଦିବସର ତାତ୍ପର୍ଯ୍ୟ ଉପରେ ନିଜର ମତ ରଖିଥିଲେ ।କିଟ୍‍ ବିଶ୍ୱବିଦ୍ୟାଳୟ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଅନ୍ୟତମ ଅତିଥି ଭାବେ ଯୋଗଦେଇ … Read more