ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ||
ମହାମହିମଙ୍କ ଗସ୍ତକୁ ନେଇ ଟ୍ବିନ୍ସିଟିରେ ସୁରକ୍ଷା କଡ଼ାକଡ଼ି |୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ । ରାଷ୍ଟ୍ରପତି ଏମ୍ସ ଭୁବନେଶ୍ୱରର ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ !କନକ ବ୍ୟୁରୋ : ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ବର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବ ସମେତ ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ । … Read more