socialtalknews

କିଏ ଚୋରି କରି ନେଇଗଲା ଶ୍ରୀଜିଉଙ୍କ ମୋଦକ ?

ଶ୍ରୀମନ୍ଦିର ପରିସରରେ ଆଜି ଘଟିଛି ଅଭାବନୀୟ ଘଟଣା। ଶ୍ରୀବିଗ୍ରହଙ୍କ ଲାଗି ଉଦ୍ଦେଶ୍ୟରେ ଆସିଥିବା ମୋଦକ ଚୋରି ହୋଇ ଯାଇଛି। ଲାଗି ପୂର୍ବରୁ ଚୋରି ହୋଇଥିବାରୁ ଏହା ମାରା ହୋଇଥିବା ଏବଂ କିଭଳି ମହାପ୍ରଭୁଙ୍କ ପାଖରେ ଲାଗିହେଲା କିଏ ଚୋରି କରି ନେଇଗଲେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କ ଦଶମୂଳ ମୋଦକ । ମହାପ୍ରଭୁ ଙ୍କୁ ଲାଗି କରାଯାଇଛି ମାରା ମୋଦକ । ୭୦ଟି ମୋଦକ ଚୋରି ହୋଇଯାଇଛି ବୋଲି ଅଭିଯୋଗ କରାଯାଇଛି। ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି … Read more

୧୦୮ ଆମ୍ବୁଲାନ୍ସ ଏବେ ନିଜେ ଡାକ୍ତରଖାନା ଯିବା ଅବସ୍ଥାରେ

୧୦୮ ଆମ୍ବୁଲାନ୍ସରେ ନା ଅଛି ଅକ୍ସିଜେନ ନା ଚାଲୁଛି ଏସି । ଏମିତି ଠେଲାପେଲାରେ ଚାଲିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ୧୦୮ ଆମ୍ବୁଲାନ୍ସ ସେବା । ସ୍ବାସ୍ଥ୍ୟ ପରି ଜରୁରୀକାଳୀନ ସେବାରେ ବି ଅବହେଳା । ଲୋକଙ୍କୁ ଡାକ୍ତରଖାନା ପହଞ୍ଚାଇବା ପାଇଁ ଥିବା ୧୦୮ ଆମ୍ବୁଲାନ୍ସ ଏବେ ନିଜେ ଡାକ୍ତରଖାନା ଯିବା ଅବସ୍ଥାରେ । ନା ଆମ୍ବୁଲାନ୍ସରେ ଅକ୍ସିଜେନ ଅଛି ନା ଏସି ଚାଲୁଛି । ଏମିତି ଠେଲାପେଲାରେ ଚାଲିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦାରେ ୧୦୮ ଆମ୍ବୁଲାନ୍ସ … Read more

ଏବେ ଟ୍ରେଲର ରିଲିଜ କୁ ନେଇ ଚିନ୍ତାରେ ବଲିଉଡ ଅଭିନେତା

୨୨ ଏପ୍ରିଲରେ ପହଲଗାମ ଆଟାକ ପରେ ଭାରତ-ପାକ୍ ଭିତରେ ଉତ୍ତେଜନା ବଢିଛି । ସେଥିପାଇଁ ଭାରତରେ ପାକ୍ କଳାକାରଙ୍କ ଅଭିନୟ ଉପରେ ବ୍ୟାନ ଲାଗିଛି । କିନ୍ତୁ ବିବାଦ ଅଧିକ ବଢିବା ପୂର୍ବ ଫିଲ୍ମର ମେକର୍ସ ସ୍ପଷ୍ଟୀକରଣ ରଖିଛନ୍ତି । ବିବାଦରେ ଦିଲଜିତ ଦୋସାଞ୍ଜ । ବଲିଉଡ ସହ ପଞ୍ଜାବୀ ଫିଲ୍ମ ଇଣ୍ଡଷ୍ଟ୍ରିର ସେ ଲୋକପ୍ରିୟ ନାୟକ ଓ ଗାୟକ । ପାକିସ୍ତାନ ଅଭିନେତ୍ରୀଙ୍କ ସହ ଏବେ ଅଭିନୟ ତାଙ୍କୁ ମହଙ୍ଗା ପଡିଛି । ଫିଲ୍ମକୁ ଭାରତରେ … Read more

ଏଥର ଆଉ ବାଧା ସାଜିବନୀ ପ୍ରେମ ; ସେଠିପାଇଁ ସୁରକ୍ଷା ଦେବେ ସରକାର

ଏଥର ବାଧା ସାଜିବନୀ ପ୍ରେମ । ଏବେ ରାଜ୍ୟ ସରକାରଙ୍କୁ ଲଭର୍ସ ପଏଣ୍ଟ ପାଇଁ ସୁରକ୍ଷା ଚିନ୍ତା। ଗୋପାଳପୁର ବିଚରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ ପରେ ସରକାରଙ୍କୁ ଏବେ ଘାରିଛି କେମିତି ଦିଆଯିବ ଲଭର୍ସ ପଏଣ୍ଟକୁ ସୁରକ୍ଷା । ରାଜ୍ୟରେ ଥିବା ସବୁ ଲଭର୍ସ ପଏଣ୍ଟକୁ ସୁରକ୍ଷା ଯୋଗାଇଦେବା ଲାଗି ଦୁଇ ଦୁଇ ଥର ବୈଠକ ବସିଲାଣି ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ରାଜ୍ୟରେ ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି, ଯେଉଁଠି ସବୁ … Read more

ବର ବେଶରେ ସଜେଇ ହୋଇ ଡଙ୍ଗାରେ ଗଲେ କନ୍ୟା ଆଣି

ଜଳମଗ୍ନ ଗାଁ ଭିତରେ ନିଜ ମନର ମଣିଷକୁ ପାଇବା ପାଇଁ ବର ବେଶରେ ବାହାରିଛି ଯୁବକ। ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଲକ ନେଦା ଗ୍ରାମର ଦୃଶ୍ୟ । ଜଳ ମଧ୍ୟରେ ଘରୁ ବର ସହ ବରଯାତ୍ରୀ ଡଙ୍ଗାରେ ବାହାରି ପଡୋଶୀ ରାଜ୍ୟ ଝାଡଖଣ୍ଡର ଟାଟା ନଗରକୁ କନିଆ ଆଣିବାକୁ ବାହାରିଛନ୍ତି। ସ୍ବପ୍ନର ଥିଲା ବର ବେଶରେ ସଜେଇ ହୋଇ ନିଜ ମନର ମଣିଷକୁ ଘରଣୀ କରି ଆଣିବି ହେଲେ ପାଣିର ଫୋଟକା ପରି ସବୁ ମିଳାଇଗଲା। ଉଚ୍ଛୁଳା … Read more

ଓଡ଼ିଶା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ମନା କରିଦେଲେ ମୋଦି

ଓଡ଼ିଶା ଆସିବା ପାଇଁ ଆମେରିକା ଯିବାକୁ ମନା କଲେ ମୋଦି । ତାଙ୍କପାଇଁ ଆମେରିକାଠୁ ଅଧିକ ଜରୁରୀ ଥିଲା ଜଗନ୍ନାଥ ଧାମ ଯିବା ସେଥିପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଆଗୁଆ ଜଣାଇଥିଲେ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକୁ ସିଧା ସିଧା ମନା କରିଦେଇଥିଲେ ମୋଦି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ଯୋଗ ଦେଇ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିବା ଅବସରରେ ଏ କଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କପାଇଁ ଅଧିକ ଜରୁରୀ … Read more

ଡାଇରିଆ ସ୍ଥିତି କୁ ନେଇ ମୁଖ୍ୟମନ୍ତ୍ରୀ କରିବେ ଆଜି ଉଚ୍ଚସ୍ତରୀୟ ବୈଠକ

ଡାଇରିଆ ସ୍ଥିତି ନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ କରିବେ । ସ୍ବାସ୍ଥ୍ୟବିଭାଗ ସହ ସିଏମଙ୍କ ବଡ଼ ଆଲୋଚନା । ଲୋକସେବା ଭବନରେ ବସିବାକୁ ଥିବା ବୈଠକରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଅନ୍ୟ ବିଭାଗର ମନ୍ତ୍ରୀ ଉପସ୍ଥିତ ରହିବେ । ମୁଖ୍ୟ ଶାସନ ସଚିବ, ଗୃହ ଓ ନଗର ଉନ୍ନୟନ ସଚିବ, ମହିଳା ଓ ଶିଶୁ ବିକାଶ ସଚିବ, ପଞ୍ଚାୟତିରାଜ ଓ ପାନୀୟ ଜଳ ସଚିବ ଏବଂ ଗଣଶିକ୍ଷା ବିଭାଗର ସଚିବଙ୍କ ସହ ଅନ୍ୟ ବିଭାଗର ବରିଷ୍ଠ ଅଧିକାରୀ … Read more

ଏୟାର ଇଣ୍ଡିଆ ଉପରେ DGCA ର କଡ଼ା କାର୍ଯ୍ୟାନୁଷ୍ଠାନ

ଅହମଦାବାଦ ବିମାନ ଦୁର୍ଘଟଣା ପରେ ଏବେ ଆକ୍ସନ ମୁଡ୍‌ରେ DGCA । ଏୟାର ଇଣ୍ଡିଆ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । କଠୋର ଆଭିମୁଖ୍ୟ ସ୍ୱରୁପ କ୍ରୁ ସିଡଲ୍ୟୁିଂ ବିଭାଗର ୩ ଜଣ ବରିଷ୍ଠ ଅଧିକାରୀଙ୍କୁ ତୁରନ୍ତ ବହିଷ୍କାର କରିବାକୁ ନିର୍ଦ୍ଦେଶ ଦେଇଛି ।  ବିମାନ ସୁରକ୍ଷା ପ୍ରୋଟକଲର ଉଲ୍ଲଂଘନ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମାନେ ହେଲେ ମଧ୍ୟରେ ଚୁରା ସିଂହ (ଡିଭିଜନାଲ ଭାଇସ୍ ପ୍ରେସିଡେଣ୍ଟ), … Read more

ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନୋବେଲ ମୋହ

ଆମେରିକା ରାଷ୍ଟ୍ରପତି ବିଭିନ୍ନ ଦେଶରେ ଯୁଦ୍ଧ ବନ୍ଦ ପାଇଁ ପ୍ରୟାସ କରୁଥିବା ଦାବି । ଏଥିପାଇଁ ଭାରତ-ପାକ୍ ଅସ୍ତ୍ରବିରତିର ଶ୍ରେୟ ନେବାକୁ ଚେଷ୍ଟା କରୁଛନ୍ତି ଟ୍ରମ୍ପ । ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିଥିବା ଦାବି କରିଛନ୍ତି । ଏଥର ସେ କହିଛନ୍ତି ଯେ ମୁଁ ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦ କରିଦେଇଛି, କିନ୍ତୁ ମୁଁ ନୋବେଲ ଶାନ୍ତି ପୁରସ୍କାର ପାଇବି ନାହିଁ । ଟ୍ରମ୍ପ ଶୁକ୍ରବାର କହିଛନ୍ତି ଯେ ସେ ଯେତେ ଅନ୍ତର୍ଜାତୀୟ ବିବାଦର … Read more

ଜନ୍ମଦିନରେ ଭାବବିହ୍ୱଳ ହେଲେ ରାଷ୍ଟ୍ରପତି

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର 66ତମ ଜନ୍ମ ଦିବସ । ଏହି ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛାର ସୁଅ ଛୁଟୁଛି । ଅନ୍ୟପକ୍ଷରେ ରାଷ୍ଟ୍ରପତି ମୁର୍ମୁ ଉତ୍ତରାଖଣ୍ଡର ଡେରାଡୁନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାବବିହ୍ୱଳ ହୋଇପଡ଼ିଛନ୍ତି । ଜନ୍ମ ଦିନର ଶୁଭେଚ୍ଛା ଗୀତ ଶୁଣି ରାଷ୍ଟ୍ରପତିଙ୍କ ଆଖିରେ ଲୁହ ଆସିଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଉତ୍ତରାଖଣ୍ଡର ଡେରାଡୁନରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଦ ଏମପାୱାରମେଣ୍ଟ ଅଫ୍ ପର୍ସନ୍ସ ୱିଥ୍ ଡିଜାବିଲଟି  ଅନୁଷ୍ଠାନ ପକ୍ଷରୁ ଆୟୋଜିତ … Read more